ତା ୧୩/୦୧/୨୦୨୪ ରିଖ : ଅନ୍ୟତମ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ବଜରଙ୍ଗ କ୍ଲବର ବାର୍ଷିକ ଉତ୍ସବ ଆଗ୍ନେୟ ୨୦୨୪ ଉଦଘାଟିତ ହୋଇଛି। ଉଦଘାଟକ ଭାବେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଯୋଗଦେଇଥିବା ବେଳେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ପୁହାଣ, ଢେଙ୍କାନାଳ ଜିଲ୍ଲା ଯୋଜନା ବୋର୍ଡ ସଦସ୍ୟ ତଥା କାଉନସିଲର ସନ୍ଦୀପ ଷଡଙ୍ଗୀ ଯୋଗଦେଇଥିଲେ । ପରେ ଓଡିଶାର ସୁନାମଧନ୍ୟ କଳାକାରଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦର୍ଶକ ଉପଭୋଗ କରିଥିଲେ ।
![]()
